John 7:30 — Compare Translations
7 translations compared side by side
Odia - 1840
"ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କହେି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତବେେଳେ ମଧ୍ଯ ତାହାଙ୍କୁ ହତ୍ଯା କରିବାର ଉଚିତ୍ ସମୟ ହାଇନେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ସେମାନେ ତାଙ୍କୁ ଧରିବାକୁ ଚେଷ୍ଟା କଲେ। କିନ୍ତୁ ତାଙ୍କର ନିରୂପିତ ସମୟ ଆସି ନ ଥିବାରୁ କେହି ତାଙ୍କ ଉପରେ ନିରୂପିତ ସମୟ ଆସି ନ ଥିବାରୁ କେହି ତାଙ୍କ ଉପରେ ହାତ ଦେଇ ପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କେହି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତେବେଳେ ମଧ୍ୟ ତାହାଙ୍କୁ ହତ୍ୟା କରିବାର ଉଚିତ୍ ସମୟ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ತೆಕಾ ಧರುಕ್ ಬಗಟ್ಲ್ಯಾನಿ, ಖರೆ ಕೊನಾಕ್ಬಿ ತೆಕಾ ಹಾತ್ ಲಾವುಕ್ ಹೊವುಕ್ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಅಜುನ್ ತೆಚೊ ಎಳ್ ಯೆವ್ಕ್ ನತ್ತೊ.