John 7:31 — Compare Translations
7 translations compared side by side
Odia - 1840
"ବହୁତ ଲୋକ ଯୀଶୁଙ୍କୁ ବିଶ୍ବାସ କଲେ। ଲୋକମାନେ କହିଲେ, ଆମ୍ଭେ ଖ୍ରୀଷ୍ଟଙ୍କ ଆଗମନ ପାଇଁ ଅପେକ୍ଷା କରିଛୁ। ଏହି ବ୍ଯକ୍ତି ଯେଉଁ ସବୁ ଆଶ୍ଚର୍ୟ୍ଯକାର୍ୟ୍ଯ କରିଛନ୍ତି, ଖ୍ରୀଷ୍ଟ ଆସିଲେ ଏହା ଅପେକ୍ଷା କ'ଣ ଅଧିକ କରିବେ? ନା, ଏହି ବ୍ଯକ୍ତି ନିଶ୍ଚୟ ଖ୍ରୀଷ୍ଟ ହାଇେଥିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କ-ଠାରେ ବିଶ୍ଵାସ କରି କହିବାକୁ ଲାଗିଲେ, ଏ ଯେସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଜନତା ଭିତରୁ ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କରି କହିଲେ, “ମସୀହ ଆସିଲେ, ଏହାଙ୍କ ଅପେକ୍ଷା ସେ କ’ଣ ଆହୁରି ଅଧିକ ଅଲୌକିକ କାର୍ଯ୍ୟ କରିବେ?”
Odia Bible ERV 2004 (ପବିତ୍ର ବାଇବଲ)
ବହୁତ ଲୋକ ଯୀଶୁଙ୍କୁ ବିଶ୍ୱାସ କଲେ। ଲୋକମାନେ କହିଲେ, “ଆମ୍ଭେ ଖ୍ରୀଷ୍ଟଙ୍କ ଆଗମନ ପାଇଁ ଅପେକ୍ଷା କରିଛୁ। ଏହି ବ୍ୟକ୍ତି ଯେଉଁସବୁ ଆଶ୍ଚର୍ଯ୍ୟକାର୍ଯ୍ୟ କରିଛନ୍ତି, ଖ୍ରୀଷ୍ଟ ଆସିଲେ ଏହା ଅପେକ୍ଷା କ’ଣ ଅଧିକ କରିବେ? ନା, ଏହି ବ୍ୟକ୍ତି ନିଶ୍ଚୟ ଖ୍ରୀଷ୍ଟ ହୋଇଥିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କଅଣ ଅଧିକ କରିବେ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತ್ಯಾ ತಾಂಡ್ಯಾತ್ಲ್ಯಾ ಸುಮಾರ್ ಲೊಕಾನಿ ತೆಚೆವರ್ತಿ ವಿಶ್ವಾಸ್ ಕರ್ಲ್ಯಾನಿ ಅನಿ, “ಮೆಸ್ಸಿಯಾ ಯೆಲ್ಲ್ಯಾತನ್ನಾ ಹ್ಯಾ ಮಾನ್ಸಾಚ್ಯಾನ್ಕಿ ಜಾಸ್ತಿ ಅಜಾಪಾ ಕರ್ತಾ ಕಾಯ್?” ತೆಚ್ಯಾನ್ಕಿ ಲೈ ಕರುಕ್ ಹೊಯ್ ನಾ ಮಟ್ಲ್ಯಾನಿ.