John 7:32 — Compare Translations

7 translations compared side by side

Odia - 1840
"ଲୋକମାନେ ଯୀଶୁଙ୍କ ବିଷୟ ରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ଯ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିର ରେ କେତକେ ସୈନ୍ଯଙ୍କୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ଯାଜକ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ସମ୍ପର୍କରେ ଲୋକମାନେ ଏହିପରି କଥାବାର୍ତ୍ତା ହେଉଥିବା ଫାରୁଶୀମାନେ ଶୁଣିଲେ। ତେଣୁ ସେମାନେ ଓ ମୁଖ୍ୟ ଯାଜକମାନେ ଯୀଶୁଙ୍କୁ ଗିରଫ କରିବା ପାଇଁ ଦଳେ ପ୍ରହରୀଙ୍କୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯିହୂଦୀ ନେତାମାନଙ୍କର ଚେଷ୍ଟା ଲୋକମାନେ ଯୀଶୁଙ୍କ ବିଷୟରେ ଏହି କଥାମାନ କହୁଥିବାର ଫାରୂଶୀମାନେ ଶୁଣିଲେ। ତେଣୁ ମୁଖ୍ୟ ଯାଜକମାନେ ଓ ଫାରୂଶୀମାନେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ମନ୍ଦିରରେ କେତେକ ସୈନ୍ୟଙ୍କୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೊಕಾಂಚೊ ತಾಂಡೊ ಜೆಜುಚ್ಯಾ ವಿಶಯಾತ್ ಪುಸ್ವುಸುನ್ ಬೊಲ್ತಲೆ ಸಗ್ಳೆ ಫಾರಿಜೆವಾನಿ ಆಯಿಕ್ಲ್ಯಾನಿ, ತೆಚೆಸಾಟ್ನಿ ತೆನಿ ಅನಿ ಯಾಜಕಾಂಚ್ಯಾ ಮುಖಂಡಾನಿ ಉಲ್ಲ್ಯಾ ರಾಕ್ವಾಲ್ಯಾಕ್ನಿ ಜೆಜುಕ್ ಧರುಕ್ ಮನುನ್ ಧಾಡುನ್ ದಿಲ್ಯಾನಿ.