John 7:37 — Compare Translations
7 translations compared side by side
Odia - 1840
"ପର୍ବର ଶଷେ ଦିନ ଆସିଲା। ସହେି ପ୍ରଧାନ ଦିନ ରେ ଯୀଶୁ ଠିଆ ହାଇେ ଉଚ୍ଚ ସ୍ବର ରେ କହିଲେ, ଯଦି କୌଣସି ଲୋକ ତୃଷାର୍ତ୍ତ, ତବେେ ସେ ମାେ ନିକଟକୁ ଆସି ପାନକରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଉତ୍ସବର ଶେଷ ଦିବସରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ: “ଯେ ତୃଷାର୍ତ୍ତ, ସେ ମୋ’ ପାଖକୁ ଆସି ପାନ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହିଲେ ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ।
Odia IRV 2017 (ଓଡିଆ ବାଇବେଲ)
ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸನಾಚ್ಯಾ ಆಕ್ರಿಚ್ಯಾ ಅನಿ ಲೈ ಮಹತ್ವಾಚ್ಯಾ ದಿಸಿ ಜೆಜು ಇಬೆ ರ್ಹಾಲೊ ಅನಿ ಮೊಟ್ಯಾನ್, “ಜೆ ಕೊನ್ ಸೊಸೆನ್ ಹಾತ್ ತೆನಿ ಮಾಜಾಕ್ಡೆ ಯೆಂವ್ದಿತ್ ಅನಿ ಫಿಂವ್ದಿತ್,