John 7:38 — Compare Translations

7 translations compared side by side

Odia - 1840
"ଯଦି କୌଣସି ଲୋକ ମାଠାେ ରେ ବିଶ୍ବାସ କରେ ତବେେ ତା'ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହବେ। ଏହି କଥା ଧର୍ମ ଶାସ୍ତ୍ର ରେ ଲଖାେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ମୋʼଠାରେ ବିଶ୍ଵାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ” ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଲେଖାଅଛି, ‘ଯେ ମୋ’ଠାରେ ବିଶ୍ୱାସ କରେ, ତା’ର ହୃଦୟରୁ ଜୀବନଦାୟୀ ଜଳସ୍ରୋତ ଉଚ୍ଛୁଳି ବହିଯିବ’।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ମୋ’ଠାରେ ବିଶ୍ୱାସ କରେ ତେବେ ତା’ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।”
Odia IRV 2017 (ଓଡିଆ ବାଇବେଲ)
ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ 'ಜೆ ಕೊನ್ ಮಾಜೆರ್ ವಿಶ್ವಾಸ್ ಕರ್‍ತಾತ್ ತೆಂಚ್ಯಾ ಭುತ್ತುರುಚ್ ಜಿವ್‍ದಿತಲ್ಯಾ ಪಾನಿಯಾಚೆ ಝರೆ ಫುಟ್ತಾತ್” ಮಟ್ಲ್ಯಾನ್.