John 7:39 — Compare Translations

7 translations compared side by side

Odia - 1840
"ଯୀଶୁ ପବିତ୍ର ଆତ୍ମାଙ୍କ ବିଷୟ ରେ କହୁଥିଲେ। ଯୀଶୁ ଏପର୍ୟ୍ଯନ୍ତ ମୃତ୍ଯୁ ଭୋଗ କରି ନଥିବାରୁ ଓ ସେ ମହିମାପ୍ରାପ୍ତ ହାଇେ ନଥିବାରୁ ଲୋକମାନଙ୍କୁ ଏପର୍ୟ୍ଯନ୍ତ ପବିତ୍ର ଆତ୍ମା ଦିଆଯାଇ ନଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ବାସ କରିବେ, ସମାନେେ ପବିତ୍ର ଆତ୍ମା ଲାଭ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କଠାରେ ବିଶ୍ଵାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ ଏ କଥା କହିଲେ- ଯେଉଁମାନେ ଯୀଶୁଙ୍କଠାରେ ବିଶ୍ୱାସ କରୁଥିଲେ, ସେମାନେ ପରେ ଏହି ପବିତ୍ରଆତ୍ମାଙ୍କୁ ପାଇଲେ। ସେ ପର୍ଯ୍ୟନ୍ତ ଯୀଶୁ ମହିମାନ୍ୱିତ ହୋଇ ନ ଥିବାରୁ ପବିତ୍ରଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಆತ್ಮ್ಯಾಚ್ಯಾ ವಿಶಯಾತ್ ಬೊಲ್ಲ್ಯಾನ್. ಹೆ ಅಪ್ನಾಚ್ಯಾ ವರ್ತಿ ವಿಶ್ವಾಸ್ ಕರ್‍ತಲ್ಯಾಕ್ನಿ ಗಾವ್ತಲೆ ಹೊತ್ತೆ. ಪವಿತ್ರ್ ತ್ಯಾ ಎಳಾರ್ ಅಜುನ್ ಪವಿತ್ರ್ ಆತ್ಮ್ಯಾಕ್ ದಿಲ್ಲೆ ನತ್ತೆ, ಕಶ್ಯಾಕ್ ಮಟ್ಲ್ಯಾರ್, ಅಜುನ್ ಬಿ ಜೆಜುಕ್ ಮಹಿಮೆಚ್ಯಾ ವಾಂಗ್ಡಾ ಉಟ್ವಲ್ಲೆ ನತ್ತೆ.