John 7:4 — Compare Translations
7 translations compared side by side
Odia - 1840
"ଯଦି କୌଣସି ଲୋକ ଚା ହେଁ ଯେ ସମସ୍ତେ ତାହାଙ୍କୁ ଜାଣନ୍ତୁ, ତବେେ ସେ ତା'ର କାର୍ୟ୍ଯସୂଚୀ ଲୁଚଇବୋ ଉଚିତ ନୁହେଁ। ତୁମ୍ଭେ ନିଜକୁ ଜଗତ ଆଗ ରେ ପ୍ରକାଶ କର। ତୁମ୍ଭେ କରୁଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସବୁ ସମାନଙ୍କେୁ ଦେଖିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିଏ ସୁପରିଚିତ ହେବାକୁ ଇଚ୍ଛା କରେ, ସେ ନିଜର କାର୍ଯ୍ୟ ଗୋପନ ରଖେ ନାହିଁ। ତୁମେ ଯେତେବେଳେ ଏହି ସବୁ କାର୍ଯ୍ୟ କରିପାରୁଛ, ଜଗତର ସମସ୍ତେ ତୁମର ପରିଚୟ ପାଆନ୍ତୁ।” (
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ଗ୍ଭହେଁ ଯେ ସମସ୍ତେ ତାହାଙ୍କୁ ଜାଣନ୍ତୁ, ତେବେ ସେ ତା’ର କାର୍ଯ୍ୟସୂଚୀ ଲୁଚେଇବା ଉଚିତ୍ ନୁହେଁ। ତୁମ୍ଭେ ନିଜକୁ ଜଗତ ଆଗରେ ପ୍ରକାଶ କର। ତୁମ୍ଭେ କରୁଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ସେମାନଙ୍କୁ ଦେଖିବାକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର।
Odia IRV 2017 (ଓଡିଆ ବାଇବେଲ)
କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಲೊ ಮಾನುಸ್ ಬಿ ಲೊಕಾಚ್ಯಾ ಫಿಡೆ ಬರೊ ಹೊವ್ಕ್ ಹೊತಾ ಅಪ್ನಾಚಿ ಅಪ್ನಿ ಕರ್ತಲಿ ಕಾಮಾ ನಿಪುನ್-ನಿಪುನ್ ಕರಿನಾ ತಿಯಾ ಅಜಾಪಾ ಕರುನ್ ದಾಕ್ವುವುಚೆ ತಸೆಮನುನ್ ತಿಯಾ ಕರ್ತಲಿ ಕಾಮಾ ಸಗ್ಳ್ಯಾ ಜಗಾಕ್ ಕಳಿ ಸಾರ್ಕೆ ಕರ್!”