John 7:42 — Compare Translations

7 translations compared side by side

Odia - 1840
"ଧର୍ମଶାସ୍ତ୍ର କୁ ହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁ ହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲହେିମ ନଗରରୁ ଆସିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଶାସ୍ତ୍ରରେ ଲେଖାଅଛି, ମସୀହ ଦାଉଦ ରାଜାଙ୍କ ବଂଶଧର ଏବଂ ସେ ଦାଉଦଙ୍କ ବାସସ୍ଥାନ ବେଥ୍ଲେହିମ୍ ସହରରେ ଜନ୍ମ ଗ୍ରହଣ କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଧର୍ମଶାସ୍ତ୍ର କୁହେ ଯେ ଖ୍ରୀଷ୍ଟ ଦାଉଦଙ୍କ ପରିବାରରୁ ଆସିବେ। ଏବଂ ଧର୍ମଶାସ୍ତ୍ର କୁହେ ଯେ, ଖ୍ରୀଷ୍ଟ ଦାଉଦଙ୍କ ବାସସ୍ଥଳ ବେଥଲିହିମ ନଗରରୁ ଆସିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କ'ଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕ್ ಮನ್ತಾ “ಮೆಸ್ಸಿಯಾ ದಾವಿದ್ ರಾಜಾಚ್ಯಾ ಘರಾನ್ಯಾಚೊ ಅನಿ ತೊ ದಾವಿದಾನ್ ಜಿವನ್ ಕರಲ್ಲ್ಯಾ ಬೆತ್ಲೆಹೆಮಾತ್ ಉಪಾಜ್ತಾ” ಮಟ್ಲ್ಯಾನಿ.