John 7:44 — Compare Translations

7 translations compared side by side

Odia - 1840
"ଲୋକମାନଙ୍କ ମଧ୍ଯରୁ କେତକେ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଚାହିଁଲେ। କିନ୍ତୁ କହେି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେତେକ ତାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ କେହି ତାଙ୍କ ଉପରେ ହାତ ଦେଇ ପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନଙ୍କ ମଧ୍ୟରୁ କେତେକ ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଗ୍ଭହିଁଲେ। କିନ୍ତୁ କେହି ଜଣେ ହେଲେ ଏହା କରିବାକୁ ଚେଷ୍ଟା କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಲೊಕಾನಿ ತೆಕಾ ಧರುಚೆ ಮನುನ್ ಬಗಟ್ಲ್ಯಾನಿ, ಖರೆ ಕೊನಾಕ್ಬಿ ತೆಕಾ ಹಾತ್ ಲಾವ್ಕ್ ಹೊವ್ಕ್ ನಾ.