John 7:46 — Compare Translations

7 translations compared side by side

Odia - 1840
"ମନ୍ଦିରର ସୈନ୍ଯମାନେ ଉତ୍ତର ଦେଲେ, ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ଯବାନ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରହରୀମାନେ ଉତ୍ତର ଦେଲେ, “ତାଙ୍କ ପରି ଏତେ ଚମକ୍ରାର ଭାବରେ କେହି କେବେ କଥା କହି ନାହାନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରର ସୈନ୍ୟମାନେ ଉତ୍ତର ଦେଲେ, “ସେ ଯାହା କହୁଛନ୍ତି, ତାହା ଅନ୍ୟ ସମସ୍ତଙ୍କ କଥାଠାରୁ ଅଧିକ ମୂଲ୍ୟବାନ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ರಾಕ್ವಾಲ್ಯಾನಿ “ಹ್ಯೊ ಮಾನುಸ್ ಬೊಲ್ತಾ ತಶೆ ಕೊನ್ಬಿ ಕನ್ನಾಬಿ ಬೊಲುಕ್ನಾ!” ಮನುನ್ ಜಬಾಬ್ ದಿಲ್ಯಾನಿ.