John 7:48 — Compare Translations
7 translations compared side by side
Odia - 1840
"କୌଣସି ନେତା କ'ଣ ତାକୁ ବିଶ୍ବାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ଯରୁ କ'ଣ ତାହାଙ୍କୁ କହେି ବିଶ୍ବାସ କରିଛନ୍ତି? ନା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନେତାମାନଙ୍କ ମଧ୍ୟରୁ କିମ୍ଵା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ଵାସ କରିଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀ ବା ଆମ ଅଧିକାରୀମାନଙ୍କ ମଧ୍ୟରୁ କେହି ଜଣେ ହେଲେ ତା’ କଥାରେ ବିଶ୍ୱାସ କରୁଛନ୍ତି ବୋଲି କଅଣ ତୁମ୍ଭେମାନେ ଜାଣିଛ?
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ନେତା କ’ଣ ତାକୁ ବିଶ୍ୱାସ କରିଛନ୍ତି? ନା। ଆମ୍ଭ ଫାରୂଶୀମାନଙ୍କ ମଧ୍ୟରୁ କ’ଣ ତାହାଙ୍କୁ କେହି ବିଶ୍ୱାସ କରିଛନ୍ତି? ନା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಕನ್ನಾಬಿ ತುಮ್ಕಾ ಅದಿಕಾರ್ಯಾನಿತ್ಲೊ ಎಕ್ಲೊ ನಾ ಹೊಲ್ಯಾರ್ ಫಾರಿಜೆವಾನಿತ್ಲೊ ಎಕ್ಲೊ ತೆಚೆವರ್ತಿ ವಿಶ್ವಾಸ್ ಕರ್ತಾ ಮನುನ್ ಗೊತ್ತ್ ಹಾಯ್ ಕಾಯ್?