John 7:49 — Compare Translations
7 translations compared side by side
Odia - 1840
"ଏହି ଯେଉଁ ଲୋକମାନେ ବ୍ଯବସ୍ଥା ବିଷୟ ରେ କିଛି ଜାଣନ୍ତିନି, ସମାନେେ ଶାପଗ୍ରସ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଜନତା ମୋଶାଙ୍କ ବିଧି ବ୍ୟବସ୍ଥା ବିଷୟରେ କିଛି ଜାଣନ୍ତି ନାହିଁ- ଏମାନେ ସମସ୍ତେ ଅଭିଶପ୍ତ।”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଯେଉଁ ଲୋକମାନେ ବ୍ୟବସ୍ଥା ବିଷୟରେ କିଛି ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾ ಹ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್ ಮೊಯ್ಜೆಚೆ ಖಾಯ್ದೆ ಗೊತ್ತ್ ನಾತ್, ತಸೆಮನುನ್ ತೆನಿ ದೆವಾಚ್ಯಾ ಸರಾಪಾತ್ ಹಾತ್!” ಮಟ್ಲ್ಯಾನಿ.