John 7:5 — Compare Translations
7 translations compared side by side
Odia - 1840
"(ଯୀଶୁଙ୍କର ଭାଇମାନେ ସୁଦ୍ଧା ତାହାଙ୍କୁ ବିଶ୍ବାସ କରୁନଥିଲେ।)"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ଵାସ କରୁ ନ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କ ଭାଇମାନେ ମଧ୍ୟ ତାଙ୍କୁ ବିଶ୍ୱାସ କରୁ ନ ଥିଲେ।)
Odia Bible ERV 2004 (ପବିତ୍ର ବାଇବଲ)
(ଯୀଶୁଙ୍କର ଭାଇମାନେ ସୁଦ୍ଧା ତାହାଙ୍କୁ ବିଶ୍ୱାସ କରୁ ନ ଥିଲେ।)
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾ ಭಾವಾನಿ ಸೈತ್ ತ್ಯೆಚ್ಯಾವರ್ತಿ ವಿಶ್ವಾಸ್ ಕರುಕನ್ಯಾತ್.