John 7:52 — Compare Translations
7 translations compared side by side
Odia - 1840
"ଯିହୂଦୀନେତାମାନେ ଉତ୍ତର ଦେଲେ, ତୁମ୍ଭେ କ'ଣ ସହେି ଗାଲିଲୀୟମାନଙ୍କ ମଧ୍ଯରୁ ଜଣେ? ଧର୍ମଶାସ୍ତ୍ରଗୁଡିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ଯଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନେ ତାଙ୍କୁ ଉତ୍ତର ଦେଇ କହିଲେ, “ତୁମେ ମଧ୍ୟ କ’ଣ ଗାଲିଲୀର ଲୋକ? ଭଲ କରି ଶାସ୍ତ୍ର ଅଧ୍ୟୟନ କର। ତାହାହେଲେ ଗାଲିଲୀରେ କୌଣସି ଭାବବାଦୀ ଜନ୍ମ ହୋଇ ପାରିବେ ନାହିଁ, ଏ କଥା ତୁମେ ଜାଣି ପାରିବା।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀନେତାମାନେ ଉତ୍ତର ଦେଲେ, “ତୁମ୍ଭେ କ’ଣ ସେହି ଗାଲିଲୀୟମାନଙ୍କ ମଧ୍ୟରୁ ଜଣେ? ଧର୍ମଶାସ୍ତ୍ର ଗୁଡ଼ିକୁ ଅନୁସନ୍ଧାନ କର। ତୁମ୍ଭେ ଜାଣି ପାରିବ, କୌଣସି ଭବିଷ୍ୟଦ୍ବକ୍ତା ଗାଲିଲୀରୁ ଆସନ୍ତି ନାହିଁ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କ'ଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ,“ಬರೆ ಜಾಲ್ಯಾರ್, ತಿಯಾಬಿ ಗಾಲಿಲಿಯಾತ್ಲೊ ಕಾಯ್? ಪವಿತ್ರ್ ಪುಸ್ತಕ್ ವಾಚ್, ಗಾಲಿಲಿಯಾತ್ನಾ ಕನ್ನಾಬಿ ಪ್ರವಾದಿ ಯೆಯ್ನಾ ಮನುನ್ ತಿಯಾ ಶಿಕ್ತೆ” ಮನುನ್ ಜಬಾಬ್ ದಿಲ್ಯಾನಿ.