John 7:6 — Compare Translations

7 translations compared side by side

Odia - 1840
"ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ୟିବା) ପାଇଁ ସମସ୍ତ ସମୟ ଉପୟୁକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ: “ମୋ’ ପାଇଁ ଉପଯୁକ୍ତ ସମୟ ଏ ପର୍ଯ୍ୟନ୍ତ ଆସି ନାହିଁ। ଯେକୌଣସି ସମୟ ତୁମ ପାଇଁ ଉପଯୁକ୍ତ ହୋଇପାରେ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, “ମୋ’ ପାଇଁ ଏପର୍ଯ୍ୟନ୍ତ ଉପଯୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ଯିବା) ପାଇଁ ସମସ୍ତ ସମୟ ଉପଯୁକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಅಜುನ್ ಮಾಜೊ ಸಮಾ ಎಳ್ ಯೆವ್ಕ್ ನಾ. ತುಮ್ಕಾ ಸಗ್ಳೊ ಎಳ್‍ಬಿ ಸಮಾಚ್.