John 7:9 — Compare Translations

7 translations compared side by side

Odia - 1840
"ଏକଥା କହିବା ପରେ ଯୀଶୁ ଗାଲିଲୀ ରେ ରହିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ଏହିସମସ୍ତ କଥା କହି ଗାଲିଲୀରେ ରହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା କହି ଯୀଶୁ ଗାଲିଲୀରେ ରହିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା କହିବା ପରେ ଯୀଶୁ ଗାଲିଲୀରେ ରହିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎವ್ಡೆ ಸಾಂಗುನ್ ಜೆಜು ಗಾಲಿಲಿಯಾತುಚ್ ರ್‍ಹಾಲೊ.