John 8:12 — Compare Translations
7 translations compared side by side
Odia - 1840
"ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବର ଜୀବନର ଜ୍ୟୋତିଃ ପାଇବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁନର୍ବାର ଫାରୁଶୀମାନଙ୍କୁ କହିଲେ: “ମୁଁ ଜଗତର ଜ୍ୟୋତି, ଯେକେହି ମୋତେ ଅନୁସରଣ କରିବ, ସେ ଜୀବନର ଆଲୋକ ପାଇବ ଏବଂ କଦାପି ଅନ୍ଧକାରରେ ଗମନ କରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ହେଉଛନ୍ତି ଜଗତର ଆଲୋକ ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, “ମୁଁ ଜଗତର ଆଲୋକ, ମୋତେ ଯେଉଁ ଲୋକ ଅନୁସରଣ କରେ, ସେ କେବେ ଅନ୍ଧକାରରେ ଗ୍ଭଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅನಿ ಪರ್ತುನ್ ಲೊಕಾಂಚ್ಯಾಕ್ಡೆ ಬೊಲುನ್ ಅಶೆ ಮಟ್ಲ್ಯಾನ್ “ಮಿಯಾಚ್ ಜಗಾಚೊ ಉಜ್ವೊಡ್ ಜೊ ಕೊನ್ ಮಾಜಿ ಫಾಟ್ ಧರ್ತಾ ತೊ ಕಾಳ್ಕಾತ್ ಚಲಿನಾ, ಖರೆ ತೆಕಾ ಜಿವಿತಾಚೊ ಉಜ್ವೊಡ್ ಘೆವ್ನ್ ರ್ಹಾತಾ”.