John 8:13 — Compare Translations

7 translations compared side by side

Odia - 1840
"କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, ତୁମ୍ଭେ ଯେତବେେଳେ ତୁମ୍ଭ ନିଜ ସାକ୍ଷ୍ଯ ହେଉଛ, ସେତବେେଳେ ତୁମ୍ଭେ କବଳେ ଏସବୁ କଥା ସତ୍ଯ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରିପାରିବୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୂଶୀମାନେ ତାଙ୍କୁ କହିଲେ, "ବର୍ତ୍ତମାନ ତୁମେ ନିଜ ପାଇଁ ସାକ୍ଷ୍ୟ ଦେଉଛି। ତେଣୁ ତୁମେ ଯାହା କହୁଛ, ତାହା ପ୍ରକୃତ ପ୍ରମାଣ ନୁହେଁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫାରୂଶୀମାନେ ଯୀଶୁଙ୍କୁ କହିଲେ, “ତୁମ୍ଭେ ଯେତେବେଳେ ତୁମ୍ଭ ନିଜ ସାକ୍ଷ୍ୟ ଦେଉଛ, ସେତେବେଳେ ତୁମ୍ଭେ କେବଳ ଏସବୁ କଥା ସତ୍ୟ ବୋଲି କହୁଛ। ତେଣୁ ଆମ୍ଭେ ତୁମ୍ଭର ଏସବୁ କଥା ଗ୍ରହଣ କରି ପାରିବୁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಫಾರಿಜೆವಾನಿ ತೆಕಾ, “ತಿಯಾ ತುಜ್ಯಾಚ್ ವಿಶಯಾತ್ ಸಾಕ್ಷಿ ದಿ ಖರೆ ತಸ್ಲ್ಯಾ ಸಾಕ್ಷಿಕ್ ಕಿಮ್ಮತ್ ನಾ” ಮಟ್ಲ್ಯಾನಿ.