John 8:16 — Compare Translations

7 translations compared side by side

Odia - 1840
"କିନ୍ତୁ ମୁଁ ଯଦି ବିଚାର କରେ, ତବେେ ମାେ ବିଚାର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମାେ ସହିତ ମାରେ ପ୍ ରରଣକେର୍ତ୍ତା ପରମପିତା ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ଯଦି ତା’ କରନ୍ତି, ମୋର ବିଚାର ଯଥାର୍ଥ ହୁଅନ୍ତା, କାରଣ ମୁଁ ଏକାକୀ ଏ କାର୍ଯ୍ୟ କରେ ନାହିଁ, ମୋର ପ୍ରେରଣକାରୀ ପିତା ମୋ’ ସଙ୍ଗରେ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ଯଦି ବିଗ୍ଭର କରେ, ତେବେ ମୋ’ ବିଗ୍ଭର ଠିକ୍ ହୁଅନ୍ତା। କାରଣ ମୁଁ ଏକୁଟିଆ ନୁହେଁ, ମୋ’ ସହିତ ମୋର ପ୍ରେରଣକର୍ତ୍ତା ପରମପିତା ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ತಸೆಕರ್ಲ್ಯಾರ್ ಬಿ ಮಾಜೊ ನಿರ್‍ನಯ್ ಖರೊ, ಕಶ್ಯಾಕ್ ಮಟ್ಲ್ಯಾರ್ ಹ್ಯಾತುರ್ ಮಿಯಾ ಎಕ್ಲೊಚ್ ನಾವ್ ಮಾಕಾ ಧಾಡುನ್ ದಿಲ್ಲೊ ಬಾಬಾಚ್ ಮಾಜ್ಯಾ ವಾಂಗ್ಡಾ ಹಾಯ್.