John 8:2 — Compare Translations

7 translations compared side by side

Odia - 1840
"ତହିଁ ଆରଦିନ ଅତି ସକାଳୁ ସେ ମନ୍ଦିରକୁ ଫରେିଆସିଲେ। ସବୁ ଲୋକମାନେ ଯୀଶୁଙ୍କ ପାଖକୁ ଆସିଲେ। ସେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ ପରଦିନ ପ୍ରତ୍ୟୁଷରେ ସେ ମନ୍ଦିରକୁ ଫେରି ଆସିଲେ ଏବଂ ସେଠାରେ ସମବେତ ହୋଇଥିବା ଲୋକମାନଙ୍କ ମଧ୍ୟରେ ବସି ଶିକ୍ଷା ଦେବାକୁ ଆରମ୍ଭ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଆରଦିନ ଅତି ସକାଳୁ ସେ ମନ୍ଦିରକୁ ଫେରି ଆସିଲେ। ସବୁ ଲୋକମାନେ ଯୀଶୁଙ୍କ ପାଖକୁ ଆସିଲେ। ସେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଆରଦିନ ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ।
Odia IRV 2017 (ଓଡିଆ ବାଇବେଲ)
ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಪರ್ತುನ್ ದೆವಾಚ್ಯಾ ಗುಡಿಕ್ಡೆ ಗೆಲೊ ಸಗ್ಳಿ ಲೊಕಾ ತೆಚ್ಯಾ ಭೊತ್ಯಾನಿ ಗೊಳಾ ಹೊಲ್ಲಿ, ತನ್ನಾ ತೊ ಖಾಲ್ತಿ ಬಸುನ್ ಲೊಕಾಕ್ನಿ ಶಿಕ್ವುಕ್ ಲಾಗ್ಲೊ.