John 8:21 — Compare Translations
7 translations compared side by side
Odia - 1840
"ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, ମୁଁ ତୁମ୍ଭକୁ ଛାଡି ଚାଲିୟିବି। ତୁମ୍ଭେ ମାେତେ ଖାଜେିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସଠାେକୁ ଯାଇପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁଯ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପୁଣି ସେମାନଙ୍କୁ କହିଲେ, “ମୁଁ ଚାଲି ଯାଉଛି, ତୁମ୍ଭେମାନେ ମୋତେ ଖୋଜିବ; କିନ୍ତୁ ନିଜ ନିଜ ପାପରେ ମରିବ। ମୁଁ ଯେଉଁଠାକୁ ଯାଉଛି, ସେଠାକୁ ତୁମ୍ଭେମାନେ ଯାଇପାରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଯୀଶୁଙ୍କ ବିଷୟରେ ବୁଝି ପାରିଲେ ନାହିଁ ଯୀଶୁ ପୁନର୍ବାର ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭକୁ ଛାଡ଼ି ଗ୍ଭଲିଯିବି। ତୁମ୍ଭେ ମୋତେ ଖୋଜିବ। କିନ୍ତୁ ତୁମ୍ଭେ ନିଜ ପାପ ସହିତ ମରିବ। ମୁଁ ଯେଉଁ ସ୍ଥାନକୁ ଯାଉଛି, ତୁମ୍ଭେ ସେଠାକୁ ଯାଇପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ತೆಂಕಾ ಅನಿ ಪರ್ತುನ್, “ಮಿಯಾ ಭಾಯ್ರ್ ಪಡುನ್ ಜಾತಾ ಖರೆ ತುಮಿ ಮಾಕಾ ಹುಡಕ್ತ್ಯಾಶಿ. ಖರೆ ತುಮ್ಚ್ಯಾ ಪಾಪಾತುಚ್ ತುಮಿ ಮರ್ತ್ಯಾಶಿ. ಮಿಯಾ ಜಾತಾ ಥೈ ತುಮ್ಚ್ಯಾನ್ ಜಾವ್ಕ್ ಹೊಯ್ನಾ” ಮನುನ್ ಸಾಂಗಟ್ಲ್ಯಾನ್.