John 8:22 — Compare Translations

7 translations compared side by side

Odia - 1840
"ତେଣୁ ଯିହୂଦୀମାନେ ପରସ୍ପରକୁ ପଚାରିଲେ, ଯୀଶୁ କ'ଣ ଆତ୍ମହତ୍ଯା କରିବେ? ସେଥିପାଇଁ କ'ଣ ସେ କହିଲେ ଯେ, 'ମୁଁ ଯେଉଁଠାକୁ ଯାଉଛି ତୁମ୍ଭମାନେେ ସଠାେକୁ ଆସି ପାରିବ ନାହିଁ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଇହୁଦୀ କର୍ତ୍ତୃପକ୍ଷମାନେ କୁହାକୁହି ହେଲେ, “ସେ କହୁଛନ୍ତି; ସେ ଯେଉଁଠାରକୁ ଯିବେ, ଆମେ ସେଠାକୁ ଯାଇ ପାରିବା ନାହିଁ। ସେ ଆତ୍ମହତ୍ୟା କରିବାକୁ ଭାବୁଛନ୍ତି କି?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୂଦୀମାନେ ପରସ୍ପରକୁ ପଗ୍ଭରିଲେ, “ଯୀଶୁ କ’ଣ ଆତ୍ମହତ୍ୟା କରିବେ? ସେଥିପାଇଁ କ’ଣ ସେ କହିଲେ ଯେ, ‘ମୁଁ ଯେଉଁଠାକୁ ଯାଉଛି ତୁମ୍ଭେମାନେ ସେଠାକୁ ଆସି ପାରିବ ନାହିଁ?’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?”
Odia IRV 2017 (ଓଡିଆ ବାଇବେଲ)
ତେଣୁ ଯିହୂଦୀମାନେ କହିବାକୁ ଲାଗିଲେ, ଏ କ'ଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಜುದೆವಾಂಚ್ಯಾ “ಹ್ಯೊ, ತೊ ಜಾತಾ ಥೈ ಅಮ್ಚ್ಯಾನ್ ಜಾವ್ಕ್ ಹೊಯ್ನಾ ಮನುನ್ ಮನುಲಾ, ಅಶೆ ಮಟ್ಲ್ಯಾರ್ ಹ್ಯೊ ಅಪ್ನಾಚೊಚ್ ಜಿವ್ ಕಾಡುನ್ ಘೆಟ್ನಾರ್ ಹಾಯ್ ಕಿ ಕಾಯ್?” ಮಟ್ಲ್ಯಾನಿ.