John 8:23 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ସହେି ଯିହୂଦୀମାନଙ୍କୁ କହିଲେ, ତୁମ୍ଭମାନେେ ଏହି ସ୍ଥାନରୁ ସୃଷ୍ଟ, କିନ୍ତୁ ମୁଁ ଉର୍ଦ୍ଧ୍ବରୁ ଆସିଛି। ତୁମ୍ଭମାନେେ ଏ ପୃଥିବୀର ଲୋକ, କିନ୍ତୁ ମୁଁ ପୃଥିବୀର ଲୋକ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ଵସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଏ ଜଗତରୁ ଉତ୍ପନ୍ନ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏ କଥାର ଉତ୍ତର ଦେଇ କହିଲେ: “ତୁମ୍ଭେମାନେ ଏହି ଅଧଃଲୋକରୁ ଉତ୍ପନ୍ନ; ମୁଁ ଊଦ୍ଧ୍ୱର୍ଲୋକରୁ ଆସିଛି। ତୁମ୍ଭେମାନେ ଏହି ଜଗତର, ମୁଁ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରୁ ସୃଷ୍ଟ, କିନ୍ତୁ ମୁଁ ଊର୍ଦ୍ଧ୍ୱରୁ ଆସିଛି। ତୁମ୍ଭେମାନେ ଏ ପୃଥିବୀର ଲୋକ, କିନ୍ତୁ ମୁଁ ପୃଥିବୀର ଲୋକ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ, ମୁଁ ଜଗତରୁ ଉତ୍ପନ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ತುಮಿ ಹ್ಯಾ ಜಗಾಕ್ ಸಮಂದ್ ಪಡಲ್ಲಿ ಲೊಕಾ, ಖರೆ ಮಿಯಾ ವೈಲೊ ತುಮಿ ಖಾಯ್ಲೆ. ತುಮಿ ಹ್ಯಾ ಜಗಾತ್ಲೆ, ಖರೆ ಮಿಯಾ ಹ್ಯಾ ಜಗಾತ್ಲೊ ನ್ಹಯ್.