John 8:24 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ କହିଥିଲି ଯେ ତୁମ୍ଭେ ତୁମ୍ଭ ପାପଗୁଡିକ ପାଇଁ ମରିବ। ମୁଁ ଯେ ସହେି ବ୍ଯକ୍ତି ତୁମ୍ଭେ ଏହା ବିଶ୍ବାସ ନ କଲେ ତୁମ୍ଭ ନିଜ ପାପଗୁଡିକ ପାଇଁ ତୁମ୍ଭେ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ତୁମ୍ଭେମାନେ ଯେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ଵାସ ନ କଲେ ଆପଣା ଆପଣା ପାପରେ ମରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ମୁଁ କହିଛି, ତୁମେ ତୁମ ପାପରେ ମରିବ। ‘ମୁଁ ସ୍ୱୟଂ’ ସେହି - ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ, ନିଜ ପାପରେ ମରିବ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ କହିଥିଲି ଯେ ତୁମ୍ଭେ ତୁମ୍ଭ ପାପଗୁଡ଼ିକ ପାଇଁ ମରିବ। ମୁଁ ଯେ ସେହି ବ୍ୟକ୍ତି ତୁମ୍ଭେ ଏହା ବିଶ୍ୱାସ ନ କଲେ ତୁମ୍ଭ ନିଜ ପାପଗୁଡ଼ିକ ପାଇଁ ତୁମ୍ଭେ ମରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।”
Odia IRV 2017 (ଓଡିଆ ବାଇବେଲ)
ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ತುಮಿ ತುಮ್ಚ್ಯಾ ಪಾಪಾತುಚ್ ಮರ್ತ್ಯಾಶಿ ಮನುನ್ ಮಿಯಾ ಸಾಂಗಟ್ಲೊ. ಅನಿ ಮಿಯಾ ಕೊನ್ ಕಾಯ್ ಮನುನ್ ತುಮಿ ವಿಶ್ವಾಸ್ ಕರುನಸ್ಲ್ಯಾರ್ ತುಮಿ ತುಮ್ಚ್ಯಾ ಪಾಪಾತ್ನಿಚ್ ಮರ್ತ್ಯಾಶಿ” ಮನುನ್ ಜಬಾಬ್ ದಿಲ್ಯಾನ್.