John 8:25 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ପଚାରିଲେ, ତୁମ୍ଭେ କିଏ, ଆମ୍ଭମାନଙ୍କୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କଅଣ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପଚାରିଲେ, “ତୁମେ କିଏ?” ଯୀଶୁ ଉତ୍ତର ଦେଲେ, “ସେ କଥା ମୁଁ ଆରମ୍ଭରୁ କହି ଆସିଛି।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ପଗ୍ଭରିଲେ, “ତୁମ୍ଭେ କିଏ, ଆମ୍ଭମାନଙ୍କୁ କୁହ।” ଯୀଶୁ ଉତ୍ତର ଦେଲେ, “ମୁଁ ନିଜ ବିଷୟରେ ପ୍ରଥମରୁ ଯାହା କହିଆସିଛି, ମୁଁ ସେହି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କ'ଣ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ, “ಅದ್ದಿಸ್ನಾ ತುಮ್ಕಾ ಕಾಯ್ ಸಾಂಗಿತ್ ತೊ ಮಿಯಾ?” ಮನುನ್ ಇಚಾರ್‍ಲ್ಯಾನಿ. ಜೆಜುನ್ ತೆಂಕಾ, “ಮಿಯಾ ತುಮ್ಚೆಕ್ಡೆ ಕಶ್ಯಾಕ್ ಬೊಲುಚೆ?