John 8:26 — Compare Translations
7 translations compared side by side
Odia - 1840
"ମାରେ ତୁମ୍ଭ ବିଷୟ ରେ ଅନକେ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଚାର କରିପା ରେ, କିନ୍ତୁ ମାରେ ପ୍ ରରଣକେର୍ତ୍ତା ମାେତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ଯ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ସମ୍ଵନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହାହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ବିଷୟରେ କହିବା ପାଇଁ ଏବଂ ତୁମ୍ଭମାନଙ୍କୁ ଦୋଷୀ କରିବା ପାଇଁ ମୋର ଅନେକ କଥା ଅଛି। କିନ୍ତୁ ଯେ ମୋତେ ପ୍ରେରଣ କରିଛନ୍ତି, ସେ ସତ୍ୟ। ତାଙ୍କଠାରୁ ମୁଁ ଯାହା ଶୁଣିଛି; କେବଳ ତାହା ହିଁ ଜଣାଉଛି।”
Odia Bible ERV 2004 (ପବିତ୍ର ବାଇବଲ)
ମୋର ତୁମ୍ଭ ବିଷୟରେ ଅନେକ କିଛି କହିବାକୁ ଅଛି। ମୁଁ ତୁମ୍ଭର ବିଗ୍ଭର କରିପାରେ, କିନ୍ତୁ ମୋର ପ୍ରେରଣକର୍ତ୍ତା ମୋତେ ଯାହା କହି ପଠାଇଛନ୍ତି, ମୁଁ ପୃଥିବୀର ଲୋକମାନଙ୍କୁ ତାହା କହୁଛି ଏବଂ ସେ ସତ୍ୟ କହନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହି ସବୁ ଜଗତକୁ ଜଣାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವಿಶಯಾತ್ ಮಿಯಾ ಸಾಂಗ್ತಲೆ, ಅನಿ ತುಮ್ಕಾ ಚುಕಿದಾರ್ ಕರ್ತಲೆ ಲೈ ಹಾಯ್. ಜೊ ಕೊನ್ ಮಾಕಾ ಧಾಡುನ್ ದಿಲ್ಯಾನಾಯ್ ತೊ ಖರೆಪಾನಾಚೊ ಮಾನುಸ್, ಅನಿ ಜೆ ಕಾಯ್ ಮಿಯಾ ತೆಚೆಕ್ನಾ ಆಯಿಕ್ಲಾ ತೆಚ್ ಮಿಯಾ ಹ್ಯಾ ಜಗಾಕ್ ಸಾಂಗ್ತಾ” ಮನುನ್ ಜಬಾಬ್ ದಿಲ್ಯಾನ್.