John 8:27 — Compare Translations

7 translations compared side by side

Odia - 1840
"ଯୀଶୁ କାହା ବିଷୟ ରେ କହୁଥିଲେ, ଏକଥା ଲୋକମାନେ ବୁଝି ନଥିଲେ। ଯୀଶୁ ପରମପିତାଙ୍କ ବିଷୟ ରେ କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ପିତାଙ୍କ ସମ୍ଵନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତା ଈଶ୍ୱରଙ୍କୁ ଲକ୍ଷ୍ୟ କରି ଯୀଶୁ ଏକଥା କହୁଥିଲେ ବୋଲି ସେମାନେ ବୁଝିପାରିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କାହା ବିଷୟରେ କହୁଥିଲେ, ଏ କଥା ଲୋକମାନେ ବୁଝି ନ ଥିଲେ। ଯୀଶୁ ପରମପିତାଙ୍କ ବିଷୟରେ କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಅಪ್ಲ್ಯಾ ಬಾಬಾಚ್ಯಾ ವಿಶಯಾತುಚ್ ಬೊಲುಲಾ ಮನ್ತಲೆ ತೆಂಕಾ ಕಳುಕ್ ನಾ.