John 8:29 — Compare Translations

7 translations compared side by side

Odia - 1840
"ମାେତେ ୟିଏ (ପରମେଶ୍ବର) ପଠାଇଛନ୍ତି, ସେ ମାେ ସହିତ ଅଛନ୍ତି। ତାହାଙ୍କ ସନ୍ତାଷଜେନକ କାର୍ୟ୍ଯ ମୁଁ ସର୍ବଦା କରେ। ତେଣୁ ସେ ମାେତେ ଏକୁଟିଆ କରି ଛାଡି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ ପରିତ୍ୟାଗ କଲେ ନାହିଁ, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ମୋତେ ପ୍ରେରଣ କରିଛନ୍ତି, ସେ ମୋ’ ସଙ୍ଗରେ ଅଛନ୍ତି। ସେ ମୋତେ ଏକାକୀ ଛାଡ଼ି ଦେଇ ନାହାନ୍ତି, କାରଣ ଯାହା ତାଙ୍କର ସନ୍ତୋଷଜନକ, କେବଳ ତାହା ମୁଁ ସବୁବେଳେ କରିଥାଏ।”
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଯିଏ (ପରମେଶ୍ୱର) ପଠାଇଛନ୍ତି, ସେ ମୋ’ ସହିତ ଅଛନ୍ତି। ତାହାଙ୍କ ସନ୍ତୋଷଜନକ କାର୍ଯ୍ୟ ମୁଁ ସର୍ବଦା କରେ। ତେଣୁ ସେ ମୋତେ ଏକୁଟିଆ କରି ଛାଡ଼ି ନାହାନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।”
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಕಾ ಧಾಡುನ್ ದಿಲ್ಲೊ ಮಾಜ್ಯಾ ವಾಂಗ್ಡಾ ಹಾಯ್, ತೆನಿ ಮಾಕಾ ಎಕ್ಲ್ಯಾಕುಚ್ ಸೊಡುನ್ ದಿವ್ಕನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ಕನ್ನಾಬಿ ತೆಕಾ ಒಪ್ಪ್ ಹೊಲ್ಲೆಚ್ ಕರ್‍ತಾ” ಮನುನ್ ಸಾಂಗ್ಲ್ಯಾನ್.