John 8:3 — Compare Translations
7 translations compared side by side
Odia - 1840
"ବ୍ଯବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସଠାେକୁ ଆଣିଲେ। ସହେି ସ୍ତ୍ରୀଲକଟି ବ୍ଯଭିଚାର କଲା ବେଳେ ଧରା ପଡିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗ ରେ ଠିଆ ହବୋ ପାଇଁ ବାଧ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଦଳେ ଧର୍ମଗୁରୁ ଓ ଫାରୁଶୀ ବ୍ୟଭିଚାର ଅପରାଧରେ ଧରା ପଡ଼ିଥିବା ଗୋଟିଏ ସ୍ତ୍ରୀ ଲୋକକୁ ଟାଣି ଆଣିଲେ। ସମସ୍ତଙ୍କ ଆଗରେ ଠିଆ କରାଇ ଯୀଶୁଙକୁ ପଚାରିଲେ,
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ, ଶିକ୍ଷକମାନେ ଓ ଫାରୂଶୀମାନେ ଜଣେ ସ୍ତ୍ରୀଲୋକକୁ ସେଠାକୁ ଆଣିଲେ। ସେହି ସ୍ତ୍ରୀଲକଟି ବ୍ୟଭିଗ୍ଭର କଲାବେଳେ ଧରା ପଡ଼ିଥିଲା। ଯିହୂଦୀମାନେ ତାହାକୁ ଲୋକମାନଙ୍କ ଆଗରେ ଠିଆ ହେବା ପାଇଁ ବାଧ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಶಾಸ್ತರಾ ಶಿಕ್ವುತಲ್ಯಾನಿ ಅನಿ ಫಾರಿಜೆವಾನಿ ವೆಭಿಚಾರ್ ಕರ್ತಾನಾ ಗಾವುನ್ ಪಡಲ್ಲ್ಯಾ ಎಕ್ ಬಾಯ್ಕೊಮನ್ಸಿಕ್ ಘೆವ್ನ್ ಯೆಲ್ಯಾನಿ, ಅನಿ ಸಗ್ಳ್ಯಾಂಚ್ಯಾ ಇದ್ರಾಕ್ ತಿಕಾ ಇಬೆ ಕರ್ಲ್ಯಾನಿ.