John 8:30 — Compare Translations
7 translations compared side by side
Odia - 1840
"ଯୀଶୁ ଏକଥା କହିଲା ବେଳେ ତାହାଙ୍କୁ ଅନକେ ଲୋକ ବିଶ୍ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହିସମସ୍ତ କଥା କହନ୍ତେ, ଅନେକେ ତାହାଙ୍କ-ଠାରେ ବିଶ୍ଵାସ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କର ଏହି ସବୁ କଥା ଶୁଣି ଅନେକେ ତାଙ୍କଠାରେ ବିଶ୍ୱାସ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏ କଥା କହିଲା ବେଳେ ତାହାଙ୍କୁ ଅନେକ ଲୋକ ବିଶ୍ୱାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏହି ସମସ୍ତ କଥା କହନ୍ତେ, ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಹೆ ಸಾಂಗ್ತಲೆ ಅಯ್ಕಲ್ಲ್ಯಾ ಸುಮಾರ್ ಲೊಕಾನಿ ತೆಚಾವರ್ತಿ ವಿಶ್ವಾಸ್ ಕರ್ಲ್ಯಾನಿ.