John 8:32 — Compare Translations
7 translations compared side by side
Odia - 1840
"ତୁମ୍ଭେ ସତ୍ଯକୁ ଜାଣିବ ଓ ସହେି ସତ୍ଯ ତୁମ୍ଭକୁ ମୁକ୍ତ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ସତ୍ୟ ଜାଣିବ ଓ ସତ୍ୟ ତୁମକୁ ମୁକ୍ତ କରିବ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସତ୍ୟକୁ ଜାଣିବ ଓ ସେହି ସତ୍ୟ ତୁମ୍ଭକୁ ମୁକ୍ତ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ, ಖರೆ ಕಾಯ್ ಮನುನ್ ಗೊತ್ತ್ ಹೊತಾ, ಅನಿ ತೆಚ್ ಖರೆ ತುಮ್ಕಾ ಸ್ವತಂತ್ರ್ ಕರ್ತಾ” ಮಟ್ಲ್ಯಾನ್.