John 8:36 — Compare Translations
7 translations compared side by side
Odia - 1840
"ତେଣୁ ଯଦି ସହେି ପୁତ୍ର ତୁମ୍ଭକୁ ମୁକ୍ତି ଦିଅନ୍ତି, ତବେେ ତୁମ୍ଭେ ପ୍ରକୃତ ରେ ମୁକ୍ତି ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତି ଦିଅନ୍ତି, ତୁମେ ପ୍ରକୃତରେ ମୁକ୍ତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯଦି ସେହି ପୁତ୍ର ତୁମ୍ଭକୁ ମୁକ୍ତି ଦିଅନ୍ତି, ତେବେ ତୁମ୍ଭେ ପ୍ରକୃତରେ ମୁକ୍ତି ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೆಕಾನ್ ತುಮ್ಕಾ ಸ್ವತಂತ್ರ್ ಕರ್ಲ್ಯಾನ್ ತರ್, ತುಮಿ ಖರೆಚ್! ಸ್ವತಂತ್ರ್ ಹೊತ್ಯಾಶಿ.