John 8:37 — Compare Translations
7 translations compared side by side
Odia - 1840
"ମୁଁ ଜାଣେ ଯେ, ତୁମ୍ଭେ ଅବ୍ରହାମଙ୍କ ବଂଶଧର। କିନ୍ତୁ ତୁମ୍ଭେ ମାେତେ ହତ୍ଯା କରିବାକୁ ଚାହଁ, ଯେ ହତେୁ ତୁମ୍ଭେ ମାରେ ଉପଦେଶ ଗ୍ରହଣ କରିବା ପାଇଁ ଚାହଁନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜାଣେ, ତୁମ୍ଭେମାନେ ମୋତେ ମାରିବାକୁ ଚେଷ୍ଟା କରୁଛ, କାରଣ ତୁମେ ମୋର ଶିକ୍ଷା ଗ୍ରହଣ କରିବାକୁ ପ୍ରସ୍ତୁତ ନୁହଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ଯେ, ତୁମ୍ଭେ ଅବ୍ରହାମଙ୍କ ବଂଶଧର। କିନ୍ତୁ ତୁମ୍ଭେ ମୋତେ ହତ୍ୟା କରିବାକୁ ଗ୍ଭହଁ, ଯେହେତୁ ତୁମ୍ଭେ ମୋର ଉପଦେଶ ଗ୍ରହଣ କରିବା ପାଇଁ ଗ୍ଭହଁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಅಬ್ರಾಹಾಮಾಚ್ಯಾ ಘರಾನ್ಯಾಚೆ ಮನುನ್ ಮಾಕಾ ಗೊತ್ತ್ ಹಾಯ್. ಅಜುನ್ ಬಿ ತುಮಿ ಮಾಕಾ ಜಿವಾನಿ ಮಾರುಕ್ ಮನುನ್ ಬಗುಲ್ಯಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಮಿಯಾ ಶಿಕ್ವಲ್ಲೆ ಮಾನುನ್ ಘೆಯ್ನ್ಯಾಶಿ.