John 8:38 — Compare Translations

7 translations compared side by side

Odia - 1840
"ମାେତେ ପରମପିତା ଯାହା ଦଖାଇେଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭମାନେେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ପିତାଙ୍କଠାରେ ମୁଁ ଯାହା ଦେଖିଛି, ତାହା ମୁଁ ପ୍ରକାଶ କରେ। କିନ୍ତୁ ତୁମ୍ଭମାନଙ୍କ ପିତା କହିବା ଅନୁଯାୟୀ ତୁମେ କାର୍ଯ୍ୟ କରୁଛ।”
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ପରମପିତା ଯାହା ଦେଖାଇଛନ୍ତି, ତାହା ମୁଁ ତୁମ୍ଭକୁ କହୁଛି। କିନ୍ତୁ ତୁମ୍ଭେମାନେ ତୁମ୍ଭ ପିତା ଯାହା କହିଛନ୍ତି ତାହା କରୁଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର।”
Odia IRV 2017 (ଓଡିଆ ବାଇବେଲ)
ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହି ସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହି ସବୁ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕಾಯ್ ಮಾಜ್ಯಾ ಬಾಬಾನ್ ಮಾಕಾ ದಾಕ್ವುಲ್ಯಾನಾಯ್ ತೆಚ್ಯಾ ವಿಶಯಾತ್ ಮಿಯಾ ಬೊಲುಲಾ, ಖರೆ ತುಮಿ ತುಮ್ಚ್ಯಾ ಬಾಬಾನ್ ತುಮ್ಕಾ ಸಾಂಗಲ್ಲ್ಯಾ ಸರ್ಕೆ ಕರುಕ್ ಲಾಗ್ಲ್ಯಾಶಿ ಮನುನ್ ಸಾಂಗ್ಲ್ಯಾನ್.