John 8:40 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ପରମେଶ୍ବରଙ୍କଠାରୁ ଶୁଣିଥିବା ସତ୍ଯ କଥା କହୁଛି। କିନ୍ତୁ ତୁମ୍ଭମାନେେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରାହାମ କିନ୍ତୁ ସପରେି କିଛି କରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ଈଶ୍ଵରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟକୁ ପ୍ରକାଶ କରିବା ଛଡ଼ା ମୁଁ ଆଉ କିଛି କରେ ନାହିଁ; ଅଥଚ ତୁମ୍ଭେମାନେ ମୋତେ ପ୍ରାଣରେ ମାରି ଦେବାକୁ ଚେଷ୍ଟା କରୁଛ। ଅବ୍ରହାମ ଏଭଳି କାର୍ଯ୍ୟ କରି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ପରମେଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ କଥା କହୁଛି। କିନ୍ତୁ ତୁମ୍ଭେମାନେ ମୋତେ ହତ୍ୟା କରିବା ପାଇଁ ଚେଷ୍ଟା କରୁଛ। ଅବ୍ରହାମ କିନ୍ତୁ ସେହିପରି କିଛି କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଈଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରିଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾಕ್ನಾ ಆಯ್ಕಲ್ಲೆ ಖರೆ ತುಮ್ಕಾ ಸಾಂಗುಸಾಟ್ನಿ ಮಿಯಾ ಹೆ ಸಗ್ಳೆ ಕರ್ಲೊ, ತರ್ ಬಿ ತುಮಿ ಮಾಕಾ ಜಿವಾನಿ ಮಾರುಕ್ ಬಗುಲ್ಯಾಶಿ. ಅಬ್ರಾಹಾಮ್ ಅಸೊ ನತ್ತೊ!