John 8:41 — Compare Translations

7 translations compared side by side

Odia - 1840
"ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ୟ୍ଯ ଗୁଡିକ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ଵର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କ ପିତା ଯାହା କରିଥିଲେ, ତୁମେ ତାହା କରୁଛ।” ସେମାନେ ଉତ୍ତର ଦେଇ କହିଲେ: “କେବଳ ଈଶ୍ୱର ଆମ୍ଭମାନଙ୍କର ପିତା- ଆମେ ତାଙ୍କର ପ୍ରକୃତ ସନ୍ତାନ।”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସବୁ ତୁମ୍ଭର ନିଜ ପିତା କରିଥିବା କାର୍ଯ୍ୟ ଗୁଡ଼ିକ କରୁଛ।” କିନ୍ତୁ ଯିହୂଦୀମାନେ କହିଲେ, “ଆମ୍ଭେ ସେ ଭଳି ସନ୍ତାନ ନୋହୁଁ, ଯେଉଁମାନେ ତାହାଙ୍କ ପିତାଙ୍କ ପରିଚୟ ଜାଣନ୍ତି ନାହିଁ। ପରମେଶ୍ୱର ଆମ୍ଭର ପରମପିତା। ସେ ଆମ୍ଭର ଏକମାତ୍ର ପରମପିତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ୱର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ತುಮ್ಚ್ಯಾ ಬಾಬಾನ್ ಕರಲ್ಲ್ಯಾ ಸರ್ಕೆಚ್ ಕರುಕ್ ಲಾಗ್ಲ್ಯಾಶಿ” ಮಟ್ಲ್ಯಾನ್. ತನ್ನಾ ತೆನಿ ಸಾಂಗಲ್ಲ್ಯಾನ್ ಅಮಿ ವೆಭಿಚಾರಾಕ್ ಜಲ್ಮುಕ್ನಾಂವ್, “ದೆವ್ ಎಕ್ಲೊಚ್ ಅಮ್ಚೊ ಬಾಬಾ ಹೊವ್ನ್ ಹಾಯ್ ಅನಿ ಅಮಿ ತೆಚಿ ಖರಿ ಪೊರಾ” ಮಟ್ಲ್ಯಾನಿ.