John 8:42 — Compare Translations

7 translations compared side by side

Odia - 1840
"ଯୀଶୁ ସହେି ଯିହୂଦୀମାନଙ୍କୁ କହିଲେ, ଯଦି ପରମେଶ୍ବର ପ୍ରକୃତ ରେ ତୁମ୍ଭର ପରମପିତା, ତବେେ ତୁମ୍ଭେ ମାେତେ ଭଲ ପାଇବା ଉଚିତ। ମୁଁ ପରମେଶ୍ବରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠା ରେ ଅଛି। ମୁଁ ମାେ କ୍ଷମତା ଅନୁସାରେ ଆସିନାହିଁ। ପରମେଶ୍ବର ମାେତେ ଏଠାକୁ ପଠାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ଈଶ୍ଵର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ଵରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ: “ଈଶ୍ୱର ଯଦି ପ୍ରକୃତରେ ତୁମ୍ଭମାନଙ୍କର ପିତା, ତାହାହେଲେ ତୁମ୍ଭେମାନେ ମୋତେ ସ୍ନେହ କରିଥାଆନ୍ତ, କାରଣ ମୁଁ ଈଶ୍ୱରଙ୍କ ନିକଟରୁ ଆସି ବର୍ତ୍ତମାନ ଏଠାରେ ଅଛି। ମୁଁ ନିଜ ଅଧିକାରରେ ଆସି ନାହିଁ। ଈଶ୍ୱର ମୋତେ ପ୍ରେରଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେହି ଯିହୂଦୀମାନଙ୍କୁ କହିଲେ, “ଯଦି ପରମେଶ୍ୱର ପ୍ରକୃତରେ ତୁମ୍ଭର ପରମପିତା, ତେବେ ତୁମ୍ଭେ ମୋତେ ଭଲ ପାଇବା ଉଚିତ୍। ମୁଁ ପରମେଶ୍ୱରଙ୍କ ପାଖରୁ ଆସିଛି ଓ ବର୍ତ୍ତମାନ ମୁଁ ଏଠାରେ ଅଛି। ମୁଁ ମୋ’ କ୍ଷମତା ଅନୁସାରେ ଆସି ନାହିଁ। ପରମେଶ୍ୱର ମୋତେ ଏଠାକୁ ପଠାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಖರೆಚ್! ದೆವ್ ತುಮ್ಚೊ ಬಾಬಾ ಹೊಲ್ಯಾರ್ ತುಮಿ ಮಾಜೊ ಪ್ರೆಮ್ ಕರಿ ಹೊತ್ತ್ಯಾಶಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಮಿಯಾ ದೆವಾತ್ನಾಚ್ ಯೆಲಾ ಅನಿ ಅತ್ತಾ ಹಿತ್ತೆ ಹಾಂವ್. ಮಿಯಾ ಮಾಜ್ಯಾ ಸ್ವತಾಚ್ಯಾ ಅದಿಕಾರ್‍ಯಾನ್ ಯೆವ್ಕ್ ನಾ, ತೆನಿಚ್ ಮಾಕಾ ಧಾಡುನ್ ದಿಲ್ಯಾನಾಯ್.