John 8:43 — Compare Translations
7 translations compared side by side
Odia - 1840
"ମୁଁ ଯାହା ସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁନାହଁ। ଏହାର କାରଣ ହେଲା ତୁମ୍ଭେ ମାେ ଉପଦେଶ ଗ୍ରହଣ କରି ପାରୁ ନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁଣ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯାହା କହୁଛି, ତୁମେ ବୁଝିପାରୁ ନାହଁ କାହିଁକି? ଏହାର କାରଣ ହେଉଛି, ତୁମେ ମୋର ଶିକ୍ଷା ଶୁଣି ସହ୍ୟ କରିପାରୁ ନାହଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯାହାସବୁ କହୁଛି, ତାହା ତୁମ୍ଭେ ବୁଝି ପାରୁ ନାହଁ। ଏହାର କାରଣ ହେଲା ତୁମ୍ଭେ ମୋ’ ଉପଦେଶ ଗ୍ରହଣ କରି ପାରୁ ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಕಾಯ್ ಸಾಂಗ್ತಾ ತೆ ತುಮ್ಕಾ ಕಶ್ಯಾಕ್ ಕಳಿನಾ? ಕಶ್ಯಾಕ್ ಮಟ್ಲ್ಯಾರ್ ತುಮ್ಕಾ ಮಿಯಾ ಸಾಂಗ್ತಲಿ ಖಬರ್ ಆಯ್ಕುನ್ ಸೊಸುನ್ ಘೆವ್ಕ್ ಹೊಯ್ನಾ ಹೊಲಾ ಕಾಯ್ಕಿ.