John 8:47 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ପରମେଶ୍ବରଙ୍କର, ସେ ପରମେଶ୍ବର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ବରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ବରଙ୍କର ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଈଶ୍ଵରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ଵରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ଵରଙ୍କଠାରୁ ଉତ୍ପନ୍ନ ନୁହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଈଶ୍ୱରଙ୍କଠାରୁ ଜାତ, ସେ ଈଶ୍ୱରଙ୍କ କଥାରେ ମନୋଯୋଗୀ ହୁଏ। ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ ନୁହଁ; ତେଣୁ ମୋ’ କଥାରେ ମନୋଯୋଗ କରୁ ନାହଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ପରମେଶ୍ୱରଙ୍କର, ସେ ପରମେଶ୍ୱର ଯାହା କହନ୍ତି ଗ୍ରହଣ କରେ। କିନ୍ତୁ ତୁମ୍ଭେ ପରମେଶ୍ୱରଙ୍କ କଥା ଗ୍ରହଣ କରୁ ନାହଁ, କାରଣ ତୁମ୍ଭେ ପରମେଶ୍ୱରଙ୍କର ନୁହଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ।
Odia IRV 2017 (ଓଡିଆ ବାଇବେଲ)
ଯେ ଈଶ୍ୱରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ୱରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଉତ୍ପନ୍ନ ନୁହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ದೆವಾಕ್ನಾ ಯೆತಾ ತೊ ದೆವಾಚ್ಯಾ ಗೊಸ್ಟಿಯಾ ಆಯಿಕ್ತಾ. ತುಮಿ ದೆವಾಕ್‍ ಸಮಂದ್ ಪಡಲ್ಲೆ ನ್ಹಯ್, ತಸೆಮನುನ್ ತುಮಿ ಮಾಜಿ ಗೊಸ್ಟಿಯಾ ಆಯ್ಕಿನ್ಯಾಶಿ”.