John 8:5 — Compare Translations

7 translations compared side by side

Odia - 1840
"ମାଶାଙ୍କେର ବ୍ଯବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ୟ୍ଯ କରୁଥିବା ପ୍ରେତ୍ୟକକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡି ମାରି ଦବୋ ଉଚିତ। କିନ୍ତୁ ଆମ୍ଭେ କ'ଣ କରିବା ଉଚିତ ବୋଲି ଆପଣ କହୁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଏଭଳି ସ୍ତ୍ରୀ ଲୋକକୁ ପଥର ପକାଇ ମାରି ଦେବା ପାଇଁ ମେଶା ଆମ ବ୍ୟବସ୍ଥାରେ ନିର୍ଦ୍ଦେଶ ଦେଇଛନ୍ତି। ଏ ବିଷୟରେ ଆପଣ କ’ଣ କହୁଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କର ବ୍ୟବସ୍ଥା ଆଦେଶ ଦିଏ ଯେ ଏଭଳି କାର୍ଯ୍ୟ କରୁଥିବା ପ୍ରତ୍ୟେକ ସ୍ତ୍ରୀକୁ ଆମ୍ଭେ ପଥର ଫୋପାଡ଼ି ମାରି ଦେବା ଉଚିତ୍। କିନ୍ତୁ ଆମ୍ଭେ କ’ଣ କରିବା ଉଚିତ୍ ବୋଲି ଆପଣ କହୁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କଅଣ କହୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କ'ଣ କହୁଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಖಾಯ್ದ್ಯಾತ್ನಿ ಮೊಯ್ಜೆನ್ ಅಸ್ಲ್ಯಾ ಬಾಯ್ಕೊಮನ್ಸಿಕ್ ಗುಂಡ್ಯಾನಿ ಮಾರುನ್ ಜಿವ್ ಕಾಡುಚೆ ಮನುನ್ ಹುಕುಮ್ ದಿಲ್ಯಾನಾಯ್. ಅತ್ತಾ ತಿಯಾ ಕಾಯ್ ಮನ್ತೆ?” ಮಟ್ಲ್ಯಾನಿ.