John 8:51 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି, ଯଦି କହେି ମାେ ଉପଦେଶ ମାନେ, ତବେେ ସେ ଲୋକ କବେେ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି କେବେ ହେଁ ମୃତ୍ୟୁ ଦର୍ଶନ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ସତ୍ୟ କହୁଛି, ଯେ ମୋର ଉପଦେଶ ପାଳନ କରେ, ସେ କେବେ ମରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କେହି ମୋ’ ଉପଦେଶ ମାନେ, ତେବେ ସେ ଲୋକ କେବେ ମରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆ ಅಸಲ್ಲೆ ಸಾಂಗುಕ್ ಲಾಗ್ಲಾ ಜೊ ಕೊನ್ ಮಾಜ್ಯಾ ಶಿಕ್ವುತಲ್ಯಾಕ್ ಖಾಲ್ತಿ ಹೊವ್ನ್ ಚಲ್ತಾತ್ ತೊ ಕನ್ನಾಚ್ ಮರಿನಾ.