John 8:53 — Compare Translations
7 translations compared side by side
Odia - 1840
"ତୁମ୍ଭେ କ'ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରାହାମଙ୍କଠାରୁ ମହାନ୍? ଅବ୍ରାହାମ ତ' ମରିଗଲେ ଓ ଭବିଷ୍ଯଦ୍ବକ୍ତାମାନେ ମଧ୍ଯ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁ କଅଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପିତୃପୁରୁଷ ଅବ୍ରାହାମ ମରିଛନ୍ତି। ତୁମେ କ’ଣ ଅବ୍ରାହାମଙ୍କଠାରୁ ମହାନ୍ ବୋଲି ମନେ କରୁଛ? ଭାବବାଦୀମାନେ ମଧ୍ୟ ମରିଛନ୍ତି। ନିଜକୁ ତୁମେ କ’ଣ ବୋଲି ମନେ କରୁଛ?”
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କ’ଣ ଭାବୁଛ ଯେ ତୁମ୍ଭେ ଆମ୍ଭ ପିତା ଅବ୍ରହାମଙ୍କଠାରୁ ମହାନ୍? ଅବ୍ରହାମ ତ’ ମରିଗଲେ ଓ ଭବିଷ୍ୟଦ୍ବକ୍ତାମାନେ ମଧ୍ୟ ମରିଗଲେ। ତୁମ୍ଭେ ନିଜକୁ କିଏ ବୋଲି ଭାବୁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?
Odia IRV 2017 (ଓଡିଆ ବାଇବେଲ)
ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಮ್ಚೊ ಬಾಬಾ ಅಬ್ರಾಹಾಮ್ ಮರುನ್ ಗೆಲೊ, ತಿಯಾ ಕಾಯ್ ಅಬ್ರಾಮಾಚ್ಯಾನ್ಕಿ ಮೊಟೊ ಕಾಯ್? ಅನಿ ಪ್ರವಾದಿಬಿ ಮರುನ್ ಗೆಲೆ. ತಿಯಾ ಕೊನ್ ಮನುನ್ ಚಿಂತುಲೆ ತಿಯಾ?” ಮಟ್ಲ್ಯಾನಿ.