John 8:57 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ଯୀଶୁଙ୍କୁ କହିଲେ, କ'ଣ ତୁମ୍ଭେ ଅବ୍ରାହାମକୁ କଦାପି ଦେଖିନାହଁ! ତୁମ୍ଭର ବୟସ ତ ପଚାଶ ବର୍ଷ ବି ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପଚାରିଲେ, “କ’ଣ, ତୁମକୁ ପଚାଶ ବର୍ଷ ମଧ୍ୟ ହୋଇ ନାହିଁ; ତୁମେ ଅବ୍ରାହାମଙ୍କୁ ଦେଖିଛ?”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଯୀଶୁଙ୍କୁ କହିଲେ, “କ’ଣ ତୁମ୍ଭେ ଅବ୍ରହାମଙ୍କୁ କଦାପି ଦେଖି ନାହଁ! ତୁମ୍ଭର ବୟସ ତ ପଗ୍ଭଶ ବର୍ଷ ବି ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯିହୂଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କ'ଣ ଅବ୍ରହାମଙ୍କୁ ଦେଖିଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡ್ಯಾಕ್ ಮಟ್ಲ್ಯಾ ಜುದೆವಾನಿ, ತುಕಾ ಪನ್ನಾಸ್ ವರ್ಸಾ ಸೈತ್ ಹೊವ್ಕನಾತ್ ಅನಿ ತಿಯಾ ಅಬ್ರಾಹಾಮಾಕ್ ಬಗಟ್ಲೆ ಕಾಯ್?" ಮಟ್ಲ್ಯಾನಿ.

Recommended Reading