John 8:59 — Compare Translations
7 translations compared side by side
Odia - 1840
"ଯୀଶୁ ଏକଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉେଠଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଶୁଣି ସେମାନେ ତାଙ୍କୁ ମାରିବା ପାଇଁ ପଥର ଉଠାଇଲେ। କିନ୍ତୁ ଯୀଶୁ ସମସ୍ତଙ୍କ ଅଗୋଚରରେ ମନ୍ଦିର ଛାଡ଼ି ଚାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ମାରିବା ପାଇଁ ପଥର ଉଠେଇଲେ। ମାତ୍ର ସେ ଲୁଚି ଗଲେ ଓ ପରେ ମନ୍ଦିର ପରିସରରୁ ବାହାରି ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ ಜೆಜುಕ್ ಮಾರುಕ್ ಮನುನ್ ಗುಂಡೆ ಎಚುನ್ ಘೆಟ್ಲ್ಯಾನಿ, ಖರೆ ಜೆಜುನ್ ತೆಂಕಾ ಚುಕ್ವುನ್ ದೆವಾಚ್ಯಾ ಗುಡಿತ್ನಾ ಭಾಯ್ರ್ ಗೆಲೊ.