John 8:7 — Compare Translations

7 translations compared side by side

Odia - 1840
"ଯିହୂଦୀ ନେତାମାନେ ତାହାଙ୍କୁ ଅବିରତ ପ୍ରଶ୍ନ ପଚାରିବା ରେ ଲାଗିଲେ। ତେଣୁ ଯୀଶୁ ଠିଆ ହାଇେ କହିଲେ, ଏଠା ରେ ଏଭଳି କୌଣସି ଲୋକ ଉପସ୍ଥିତ ଅଛନ୍ତି, ୟିଏ କବେେ ପାପ କରି ନାହିଁ? ସହେିଭଳି ପାପ ନ କରିଥିବା ଲୋକ ଏହି ସ୍ତ୍ରୀଲୋକକୁ ପ୍ରଥମେ ପଥର ଫିଙ୍ଗୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସେଠାରେ ଠିଆହୋଇ ଆହୁରି ପ୍ରଶ୍ନ କରିବାରୁ, ଯୀଶୁ ମୁଣ୍ଡ ଟେକି ସେମାନଙ୍କୁ କହିଲେ, “ତୁମ ମଧ୍ୟରୁ ଯେ କେବେ କୌଣସି ପାପ କରି ନାହିଁ, ସେ ପ୍ରଥମେ ଆସି ପଥର ଫୋପାଡ଼ୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାମାନେ ତାହାଙ୍କୁ ଅବିରତ ପ୍ରଶ୍ନ ପଗ୍ଭରିବାରେ ଲାଗିଲେ। ତେଣୁ ଯୀଶୁ ଠିଆ ହୋଇ କହିଲେ, “ଏଠାରେ ଏଭଳି କୌଣସି ଲୋକ ଉପସ୍ଥିତ ଅଛନ୍ତି, ଯିଏ କେବେ ପାପ କରି ନାହିଁ? ସେହିଭଳି ପାପ ନ କରିଥିବା ଲୋକ ଏହି ସ୍ତ୍ରୀଲୋକକୁ ପ୍ରଥମେ ପଥର ଫିଙ୍ଗୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಪರಸ್ನೆ ಇಚಾರುಂಗೆತ್ ಇಬೆ ಹೊತ್ತೆ, ತನ್ನಾ ತೊ ನಿಟ್ ಇಬೆ ರ್‍ಹಾಲೊ ಅನಿ ತೆಂಕಾ, “ತುಮ್ಚ್ಯಾತ್ಲೊ ಕೊನ್ ಪಾಪ್ ಕರುಕ್ನಾ ತೊ ಅದ್ದಿ ತಿಕಾ ಗುಂಡೊ ಮಾರುಂದಿ” ಮಟ್ಲ್ಯಾನ್,