John 9:14 — Compare Translations
7 translations compared side by side
Odia - 1840
"ଯୀଶୁ କାଦୁଅ କରିଥିଲେ ଓ ତା' ଆଖି ସୁସ୍ଥ କରିଥିଲେ। ସେ ଏ କାର୍ୟ୍ଯ ବିଶ୍ରାମବାର ଦିନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହିଦିନ ବିଶ୍ରାମବାର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଯେଉଁ ଦିନ କାଦୁଅ କରି ତାକୁ ଦୃଷ୍ଟି ଶକ୍ତି ଦେଇଥିଲେ, ସେହି ଦିନ ଥିଲା ବିଶ୍ରାମବାର।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କାଦୁଅ କରିଥିଲେ ଓ ତା’ ଆଖି ସୁସ୍ଥ କରିଥିଲେ। ସେ ଏ କାର୍ଯ୍ୟ ବିଶ୍ରାମବାର ଦିନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಚಿಕ್ಕೊಲ್ ಲಾವುನ್ ತೆಕಾ ದಿಸ್ಟ್ ದಿಸಿ ಸರ್ಕೆ ಕರಲ್ಲೊ ದಿಸ್ ಸಬ್ಬಾತಾಚೊ ದಿಸ್ ಹೊಲ್ಲೊ.