John 9:17 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ସହେି ଲୋକକୁ ଆଉଥରେ ପଚାରିଲେ, ଏହି ଲୋକ (ଯୀଶୁ) ତୁମକୁ ସୁସ୍ଥ କଲା ଓ ତୁମେ ଦେଖି ପାରିଲ। ତୁମ୍ଭେ ତା' ବିଷୟ ରେ କ'ଣ କହୁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକି ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଛୁ? ସେ କହିଲା, ସେ ଜଣେ ଭାବବାଦୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀମାନେ ଲୋକଟିକୁ ପୁନର୍ବାର ପଚାରିଲେ, “ତୁ କହୁଛୁ, ସେ ତୋତେ ଦୃଷ୍ଟି ଦେଇଛନ୍ତି; ଆଚ୍ଛା, ତାଙ୍କ ବିଷୟରେ ତୁ କ’ଣ କହୁଛୁ?” ଲୋକଟି କହିଲା, “ସେ ଜଣେ ଭାବବାଦୀ।”
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ସେହି ଲୋକକୁ ଆଉଥରେ ପଗ୍ଭରିଲେ, “ଏହି ଲୋକ (ଯୀଶୁ) ତୁମକୁ ସୁସ୍ଥ କଲା ଓ ତୁମେ ଦେଖି ପାରିଲ। ତୁମ୍ଭେ ତା’ ବିଷୟରେ କ’ଣ କହୁଛ?” ସେହି ଲୋକଟି ଉତ୍ତର ଦେଲା, “ସେ ଜଣେ ଭବିଷ୍ୟ‌‌‌ଦ୍‌‌‌ବକ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଅଛୁ? ସେ କହିଲା, ସେ ଜଣେ ଭାବବାଦୀ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତା' ବିଷୟରେ କ'ଣ କହୁଛୁ? ସେ କହିଲା, ସେ ଜଣେ ଭାବବାଦୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಫಾರಿಜೆವಾನಿ ಅನಿ ಎಗ್ದಾ ತ್ಯಾ ಮಾನ್ಸಾಕ್ ಇಚಾರ್‍ಲ್ಯಾನಿ, “ತೆನಿ ತುಕಾ ಡೊಳ್ಯಾಕ್ ದಿಸ್ಟ್ ದಿಲ್ಲ್ಯಾ ಮಾನ್ಸಾಚ್ಯಾ ವಿಶಯಾತ್ ಕಾಯ್ ಮನ್ತೆಯ್?” ಮನುನ್ ಇಚಾರ್‍ಲ್ಯಾನಿ. ತನ್ನಾ ತ್ಯಾ ಮಾನ್ಸಾನ್ “ತೊ ಎಕ್ ಪ್ರವಾದಿ” ಮನುನ್ ಜಬಾಬ್ ದಿಲ್ಯಾನ್.