John 9:18 — Compare Translations

7 translations compared side by side

Odia - 1840
"ଯିହୂଦୀମାନେ ତଥାପି ତାହାର ସୁସ୍ଥ ହବୋ ବିଷୟ ବିଶ୍ବାସ କଲେ ନାହିଁ। ସେ ଲୋକର ପିତାମାତାଙ୍କୁ ନ ଡାକିବା ପର୍ୟ୍ଯନ୍ତ ସମାନେେ ମାଟେେ ବିଶ୍ବାସ କଲେ ନାହିଁ ଯେ, ସେ ଲୋକଟି ଅନ୍ଧ ଥିଲା ଓ ତାକୁ ସେ ଦେଖି ପାରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ ଯିହୁଦୀମାନେ ତାହା ସମ୍ଵନ୍ଧରେ ଏହା ବିଶ୍ଵାସ କଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ଯେ ଜନ୍ମରୁ ଅନ୍ଧ ଥିଲା ଓ ଏବେ ଦୃଷ୍ଟି ଶକ୍ତି ପାଇଛି, ଏ କଥା ତା’ ପିତାମାତାଙ୍କୁ ପଚାରି ନ ବୁଝିବାଯାଏ ଯିହୁଦୀ କର୍ତ୍ତୃପକ୍ଷମାନେ ବିଶ୍ୱାସ କରିବାକୁ ଚାହୁଁ ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ତଥାପି ତାହାର ସୁସ୍ଥ ହେବା ବିଷୟ ବିଶ୍ୱାସ କଲେ ନାହିଁ। ସେ ଲୋକର ପିତାମାତାଙ୍କୁ ନ ଡାକିବା ପର୍ଯ୍ୟନ୍ତ ସେମାନେ ମୋଟେ ବିଶ୍ୱାସ କଲେ ନାହିଁ ଯେ, ସେ ଲୋକଟି ଅନ୍ଧ ଥିଲା ଓ ତାକୁ ସେ ଦେଖି ପାରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ ଯିହୂଦୀମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಕುಡ್ಡೊ ಹೊತ್ತೊ, ಅತ್ತಾ ತೆಕಾ ದಿಸುಲಾಲಾ ಮನುನ್ ಅಜುನ್ಬಿ ಜುದೆವಾಂಚ್ಯಾ ಫುಡಾರ್‍ಯಾಕ್ನಿ ವಿಶ್ವಾಸ್‍ ನತ್ತೊ, ತಸೆಮನುನ್ ತೆನಿ ತ್ಯಾ ಮಾನ್ಸಾಚ್ಯಾ ಬಾಯ್-ಬಾಬಾಕ್ ಬಲ್ವುನ್ ಘೆವ್ನ್