John 9:21 — Compare Translations

7 translations compared side by side

Odia - 1840
"କିନ୍ତୁ ଆମ୍ଭେ ଜାଣିନୁ, ସେ ଏବେ କିପରି ଦେଖି ପାରୁଛି? ତାକୁ କିଏ ତାର ଦୃଷ୍ଟିଶକ୍ତି ଦଲୋ। ତାହା ଆମ୍ଭେ ଜାଣିନାହୁଁ। ତାକୁ ପଚାର। ନିଜ କଥା ନିଜେ କହିବା ପାଇଁ ତାର ବୟସ ହେଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହିଁ, କିମ୍ଵା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହିଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବର୍ତ୍ତମାନ ସେ କିପରି ଦେଖି ପାରୁଛି, ପୁଣି କିଏ ତାକୁ ଦୃଷ୍ଟି ଶକ୍ତି ଦେଇଛନ୍ତି, ଆମେ ତା’ ଜାଣୁନା। ତା’ର ବୟସ ହେଉଛି, ତାକୁ ପଚାର। ସେ ନିଜେ ନିଜ କଥା କହି ପାରିବା।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ଜାଣିନୁ, ସେ ଏବେ କିପରି ଦେଖି ପାରୁଛି? ତାକୁ କିଏ ତା’ର ଦୃଷ୍ଟିଶକ୍ତି ଦେଲା। ତାହା ଆମ୍ଭେ ଜାଣି ନାହୁଁ। ତାକୁ ପଗ୍ଭର। ନିଜ କଥା ନିଜେ କହିବା ପାଇଁ ତା’ର ବୟସ ହେଲାଣି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହିଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತೆಕಾ ಅತ್ತಾ ಕಶೆ ಕರುನ್ ದಿಸುಲಾಲಾ, ಅನಿ ತೆಚೆ ಕುಡ್ಡೆ ಹೊತ್ತೆ ತೆ ಡೊಳ್ ಕೊನ್ ಬರೆ ಕರ್ಲ್ಯಾನಿ ಮನುನ್ ಅಮ್ಕಾ ಗೊತ್ತ್ ನಾ, ತೊ ಕಾಯ್ ಬಾರಿಕ್ಲೊ ಪೊರ್ ನ್ಹಯ್, ಕಶೆ ಕಾಯ್ ಹೊಲೆ ಮನುನ್ ತೊಚ್ ಸಾಂಗ್ತಾ ತೆಕಾ ಇಚಾರಾ” ಮನುನ್ ಜವಾಬ್ ದಿಲ್ಯಾನಿ.