John 9:22 — Compare Translations
7 translations compared side by side
Odia - 1840
"ଯିହୂଦୀ ନେତାମାନଙ୍କୁ ଭୟ କରି ତା'ର ପିତାମାନା ଏପରି କହିଲେ। ସମାନେେ ସେତବେେଳକେୁ ସ୍ଥିର କରି ସାରିଥିଲେ, କାରଣ ଯେଉଁ ବ୍ଯକ୍ତି ଯୀଶୁଙ୍କୁ ମଶୀହ ବଲେି ସ୍ବୀକାର କରିବେ, ସମାନେେ ତାକୁ ଦଣ୍ଡ ଦବେେ ଓ ସହେି ଲୋକମାନଙ୍କୁ ସମାଜଗୃହରୁ ବାହାର କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହିସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ଵୀକାର କରେ, ତାହାହେଲେ ସେ ସମାଜଚ୍ୟୁତ କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଟିର ପିତାମାତା ଇହୁଦୀ କର୍ତ୍ତୃପକ୍ଷମାନଙ୍କୁ ଭୟ କରି ଏକଥା କହିଥିଲେ। କାରଣ ସେହି କର୍ତ୍ତୃପକ୍ଷମାନେ ସ୍ଥିର କରିଥିଲେ ଯେ ଯେଉଁମାନେ ଯୀଶୁଙ୍କୁ ମସୀହ ବୋଲି ସ୍ୱୀକାର କରିବେ, ସେମାନଢ଼ଙ୍କୁ ସମାଜଚ୍ୟୁତ କରାଯିବ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀ ନେତାମାନଙ୍କୁ ଭୟ କରି ତା’ର ପିତାମାତା ଏପରି କହିଲେ। ସେମାନେ ସେତେବେଳକୁ ସ୍ଥିର କରି ସାରିଥିଲେ, କାରଣ ଯେଉଁ ବ୍ୟକ୍ତି ଯୀଶୁଙ୍କୁ ମଶୀହ ବୋଲି ସ୍ୱୀକାର କରିବେ, ସେମାନେ ତାକୁ ଦଣ୍ଡଦେବେ ଓ ସେହି ଲୋକମାନଙ୍କୁ ସମାଜଗୃହରୁ ବାହାର କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ତାହାର ପିତାମାତା ଯିହୂଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୂଦୀମାନେ ଏକମତ ହୋଇଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವಾಂಚ್ಯಾ ಫುಡಾರ್ಯಾಂಚ್ಯಾ ಭಿಂಯಾನ್ ತೆನಿ ಅದ್ದಿಚ್ ನಿರ್ದಾರ್ ಕರಲ್ಲ್ಯಾನಿ. ತ್ಯೆಚ್ಯಾ ಬಾಯ್ -ಬಾಬಾನಿ ಅಶೆ ಮಟ್ಲ್ಯಾನಿ, ಕಶ್ಯಾಕ್ ಮಟ್ಲ್ಯಾರ್ ಜೆ ಕೊನ್ ಜೆಜುಕ್ ಮೆಸ್ಸಿಯಾ ಮನ್ತಾ ತೆಕಾ ಸಿನಾಗೊಗಾತ್ನಾ ಭಾಯ್ರ್ ಘಾಲ್ತಲೆ ಮನುನ್